Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:29-31

Help us?
Click on verse(s) to share them!
29ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
30ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।
31ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:29-31ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:29-31