Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:32-35

Help us?
Click on verse(s) to share them!
32ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।
33ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।
34ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।
35ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:32-35ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:32-35