Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:4-8

Help us?
Click on verse(s) to share them!
4ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।
5ପୁଣି ମୋଶା ମଣ୍ଡଳୀକୁ କହିଲେ, ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।
6ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
7ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
8ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍‍ ଓ ତୁମ୍ମୀମ୍‍ ରଖିଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:4-8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:4-8