Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:6-7 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:6-7 in ଓଡିଆ ବାଇବେଲ

6 ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
7 ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8 in ଓଡିଆ ବାଇବେଲ