Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:7-8

Help us?
Click on verse(s) to share them!
7ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
8ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍‍ ଓ ତୁମ୍ମୀମ୍‍ ରଖିଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:7-8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:7-8