Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:8-10

Help us?
Click on verse(s) to share them!
8ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍‍ ଓ ତୁମ୍ମୀମ୍‍ ରଖିଲେ।
9ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
10ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:8-10ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:8-10