Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:8-10 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:8-10 in ଓଡିଆ ବାଇବେଲ

8 ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍‍ ଓ ତୁମ୍ମୀମ୍‍ ରଖିଲେ।
9 ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
10 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8 in ଓଡିଆ ବାଇବେଲ