Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9:17-21

Help us?
Click on verse(s) to share them!
17ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।
18ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;
19ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,
20ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;
21ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଜଙ୍ଘ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9:17-21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9:17-21