Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9:5-7

Help us?
Click on verse(s) to share them!
5ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।
6ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”
7ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମ ବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9:5-7ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9:5-7