Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ - ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:3-5

Help us?
Click on verse(s) to share them!
3ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
4ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।
5ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;

Read ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20
Compare ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:3-5ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:3-5