Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ - ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35:10-12

Help us?
Click on verse(s) to share them!
10ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,
11ଅର୍ଥାତ୍‍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,
12ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,

Read ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35
Compare ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35:10-12ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35:10-12