Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ - ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7:10-12

Help us?
Click on verse(s) to share them!
10ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।
11ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।
12ଅର୍ଥାତ୍‍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା।

Read ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7
Compare ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7:10-12ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7:10-12