Text copied!
Bibles in Odia

ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 28:12 in Odia

Help us?

ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 28:12 in ଓଡିଆ ବାଇବେଲ

12 ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 28 in ଓଡିଆ ବାଇବେଲ