Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 10

ଯିଶାଇୟ 10:10-11

Help us?
Click on verse(s) to share them!
10ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେହି ସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି;
11ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କ’ଣ ସେହିପରି କରିବା ନାହିଁ ?

Read ଯିଶାଇୟ 10ଯିଶାଇୟ 10
Compare ଯିଶାଇୟ 10:10-11ଯିଶାଇୟ 10:10-11