Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 10

ଯିଶାଇୟ 10:15-16

Help us?
Click on verse(s) to share them!
15କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ ?
16ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।

Read ଯିଶାଇୟ 10ଯିଶାଇୟ 10
Compare ଯିଶାଇୟ 10:15-16ଯିଶାଇୟ 10:15-16