Text copied!
Bibles in Odia

ଯିଶାଇୟ 10:15-16 in Odia

Help us?

ଯିଶାଇୟ 10:15-16 in ଓଡିଆ ବାଇବେଲ

15 କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ ?
16 ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।
ଯିଶାଇୟ 10 in ଓଡିଆ ବାଇବେଲ