Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 10

ଯିଶାଇୟ 10:19-20

Help us?
Click on verse(s) to share them!
19ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।
20ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।

Read ଯିଶାଇୟ 10ଯିଶାଇୟ 10
Compare ଯିଶାଇୟ 10:19-20ଯିଶାଇୟ 10:19-20