Text copied!
Bibles in Odia

ଯିଶାଇୟ 10:19-21 in Odia

Help us?

ଯିଶାଇୟ 10:19-21 in ଓଡିଆ ବାଇବେଲ

19 ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।
20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
21 ଅବଶିଷ୍ଟାଂଶ, ଅର୍ଥାତ୍‍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।
ଯିଶାଇୟ 10 in ଓଡିଆ ବାଇବେଲ