Text copied!
Bibles in Odia

ଯିଶାଇୟ 10:30-34 in Odia

Help us?

ଯିଶାଇୟ 10:30-34 in ଓଡିଆ ବାଇବେଲ

30 ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,
31 ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।
32 ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।
33 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ।
34 ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନ ସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ।
ଯିଶାଇୟ 10 in ଓଡିଆ ବାଇବେଲ