Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 10

ଯିଶାଇୟ 10:31-33

Help us?
Click on verse(s) to share them!
31ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।
32ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।
33ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ।

Read ଯିଶାଇୟ 10ଯିଶାଇୟ 10
Compare ଯିଶାଇୟ 10:31-33ଯିଶାଇୟ 10:31-33