Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 10

ଯିଶାଇୟ 10:5-8

Help us?
Click on verse(s) to share them!
5ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
6ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
7ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
8କାରଣ ସେ କହେ, ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହଁନ୍ତି ?

Read ଯିଶାଇୟ 10ଯିଶାଇୟ 10
Compare ଯିଶାଇୟ 10:5-8ଯିଶାଇୟ 10:5-8