Text copied!
Bibles in Odia

ଯିଶାଇୟ 10:7-9 in Odia

Help us?

ଯିଶାଇୟ 10:7-9 in ଓଡିଆ ବାଇବେଲ

7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
8 କାରଣ ସେ କହେ, ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହଁନ୍ତି ?
9 କଲ୍‍ନୋ ସହର କି କର୍କମୀଶ୍‍ ସହର ତୁଲ୍ୟ ନୁହେଁ ? ହମାତ୍‍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ ?
ଯିଶାଇୟ 10 in ଓଡିଆ ବାଇବେଲ