Text copied!
Bibles in Odia

ଯିଶାଇୟ 11:3-4 in Odia

Help us?

ଯିଶାଇୟ 11:3-4 in ଓଡିଆ ବାଇବେଲ

3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
ଯିଶାଇୟ 11 in ଓଡିଆ ବାଇବେଲ