Text copied!
Bibles in Odia

ଯିଶାଇୟ 11:7-9 in Odia

Help us?

ଯିଶାଇୟ 11:7-9 in ଓଡିଆ ବାଇବେଲ

7 ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।
8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।
9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
ଯିଶାଇୟ 11 in ଓଡିଆ ବାଇବେଲ