Text copied!
Bibles in Odia

ଯିଶାଇୟ 11:9-10 in Odia

Help us?

ଯିଶାଇୟ 11:9-10 in ଓଡିଆ ବାଇବେଲ

9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।
ଯିଶାଇୟ 11 in ଓଡିଆ ବାଇବେଲ