Text copied!
Bibles in Odia

ଯିଶାଇୟ 1:3-4 in Odia

Help us?

ଯିଶାଇୟ 1:3-4 in ଓଡିଆ ବାଇବେଲ

3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।
4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
ଯିଶାଇୟ 1 in ଓଡିଆ ବାଇବେଲ