Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 43

ଯିଶାଇୟ 43:2

Help us?
Click on verse(s) to share them!
2ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।

Read ଯିଶାଇୟ 43ଯିଶାଇୟ 43
Compare ଯିଶାଇୟ 43:2ଯିଶାଇୟ 43:2