Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 61

ଯିଶାଇୟ 61:10

Help us?
Click on verse(s) to share them!
10ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ’ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।

Read ଯିଶାଇୟ 61ଯିଶାଇୟ 61
Compare ଯିଶାଇୟ 61:10ଯିଶାଇୟ 61:10