Text copied!
CopyCompare
ଓଡିଆ ବାଇବେଲ - ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ - ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 24

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 24:15-18

Help us?
Click on verse(s) to share them!
15ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
16“ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।
17ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”
18ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି।

Read ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 24ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 24
Compare ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 24:15-18ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 24:15-18