Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 10

ଯିହୋଶୂୟ 10:7-10

Help us?
Click on verse(s) to share them!
7ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍‍ଗଲ୍‍ରୁ ଯାତ୍ରା କଲେ।
8ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।
9ତହୁଁ ଯିହୋଶୂୟ ଅକସ୍ମାତ୍‍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍‍ଗଲ୍‍ଠାରୁ ରାତ୍ରିଯାକ ଚାଲିଥିଲେ।
10ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟୀ ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍‍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।

Read ଯିହୋଶୂୟ 10ଯିହୋଶୂୟ 10
Compare ଯିହୋଶୂୟ 10:7-10ଯିହୋଶୂୟ 10:7-10