Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 12

ଯିହୋଶୂୟ 12:6-9

Help us?
Click on verse(s) to share them!
6ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।
7ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ
8ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହିସବୁ ରାଜା ଏହି;
9ଯିରୀହୋର ରାଜା, ଏକ; ବେଥେଲ୍‍ର ନିକଟସ୍ଥ ଅୟର ରାଜା

Read ଯିହୋଶୂୟ 12ଯିହୋଶୂୟ 12
Compare ଯିହୋଶୂୟ 12:6-9ଯିହୋଶୂୟ 12:6-9