Text copied!
Bibles in Odia

ଯିହୋଶୂୟ 13:18-24 in Odia

Help us?

ଯିହୋଶୂୟ 13:18-24 in ଓଡିଆ ବାଇବେଲ

18 ଯହସ୍‍ ଓ କଦେମୋତ୍‍ ଓ ମେଫାତ୍‍
19 ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର
20 ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍‍ଗା ଓ ବେଥ୍-ଯିଶିମୋତ୍‍, ତହିଁର ଏହି ସମସ୍ତ ନଗର।
21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।
22 ଇସ୍ରାଏଲ ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।
23 ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
24 ଆଉ ମୋଶା ଗାଦ୍‍ ବଂଶୀୟ ଗାଦ୍‍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।
ଯିହୋଶୂୟ 13 in ଓଡିଆ ବାଇବେଲ