Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 14

ଯିହୋଶୂୟ 14:1-2

Help us?
Click on verse(s) to share them!
1କିଣାନ ଦେଶରେ ଇସ୍ରାଏଲ ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,
2ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ଦେଲେ।

Read ଯିହୋଶୂୟ 14ଯିହୋଶୂୟ 14
Compare ଯିହୋଶୂୟ 14:1-2ଯିହୋଶୂୟ 14:1-2