Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 14

ଯିହୋଶୂୟ 14:10-11

Help us?
Click on verse(s) to share them!
10ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍‍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।
11ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେ ସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।

Read ଯିହୋଶୂୟ 14ଯିହୋଶୂୟ 14
Compare ଯିହୋଶୂୟ 14:10-11ଯିହୋଶୂୟ 14:10-11