32ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର।
33ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍ନା
34ଓ ସାନୋହ ଓ ଐନ୍-ଗନ୍ନୀମ ଓ ତପୂହ ଓ ଐନମ୍;
35ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା
36ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର।
37ସନାନ୍ ଓ ହଦାଶା ଓ ମିଗ୍ଦଲଗାଦ
38ଓ ଦିଲୀୟନ୍ ଓ ମିସ୍ପେ ଓ ଯକ୍ତେଲ;
39ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍;
40କେବ୍ବୋନ୍ ଓ ଲହମମ ଓ କିତୀଶ୍
41ଓ ଗଦେରୋତ୍, ବେଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।
42ଲିବ୍ନା ଓ ଏଥର୍ ଓ ଆଶନ୍
43ଓ ଯିପ୍ତହ ଓ ଅସ୍ନା ଓ ନତ୍ସୀବ୍;
44କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।
45ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;
46ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।
47ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।
48ପର୍ବତମୟ ଦେଶରେ ଶାମୀର୍ ଓ ଯତ୍ତୀର ଓ ସୋଖୋ;
49ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି)
50ଓ ଅନାବ ଓ ଇଷ୍ଟିମୋୟ ଓ ଆନୀମ୍
51ଓ ଗୋଶନ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।
52ଅରାବ୍ ଓ ଦୂମା ଓ ଇଶୀୟନ୍
53ଓ ଯାନୁମ୍ ଓ ବେଥ୍-ତ୍ତପୂହ ଓ ଅଫେକା
54ଓ ହୁମ୍ଟା ଓ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।