Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 15

ଯିହୋଶୂୟ 15:48-61

Help us?
Click on verse(s) to share them!
48ପର୍ବତମୟ ଦେଶରେ ଶାମୀର୍‍ ଓ ଯତ୍ତୀର ଓ ସୋଖୋ;
49ପୁଣି ଦନ୍ନା ଓ କିରୀୟଥ୍‍-ସନ୍ନା (ଏହାକୁ ଦବୀର କହନ୍ତି)
50ଓ ଅନାବ ଓ ଇଷ୍ଟିମୋୟ ଓ ଆନୀମ୍‍
51ଓ ଗୋଶନ ଓ ହୋଲୋନ୍‍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।
52ଅରାବ୍‍ ଓ ଦୂମା ଓ ଇଶୀୟନ୍‍
53ଓ ଯାନୁମ୍‍ ଓ ବେଥ୍-ତ୍ତପୂହ ଓ ଅଫେକା
54ଓ ହୁମ୍‍ଟା ଓ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।
55ମାୟୋନ୍‍, କର୍ମିଲ ଓ ସୀଫ୍ ଓ ଯୁଟା
56ଓ ଯିଷ୍ରିୟେଲ ଓ ଯଗ୍‍ଦୀୟାମ୍‍ ଓ ସାନୋହ;
57କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର।
58ହଲହୁଲ ଓ ବେଥ୍-ସୁର ଓ ଗଦୋର
59ଓ ମାରତ୍‍ ଓ ବେଥ୍-ଅନୋତ୍‍ ଓ ଇଲ୍‍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର।
60କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।
61ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍‍ ଓ ସକାଖା

Read ଯିହୋଶୂୟ 15ଯିହୋଶୂୟ 15
Compare ଯିହୋଶୂୟ 15:48-61ଯିହୋଶୂୟ 15:48-61