Text copied!
Bibles in Odia

ଯିହୋଶୂୟ 19:1-2 in Odia

Help us?

ଯିହୋଶୂୟ 19:1-2 in ଓଡିଆ ବାଇବେଲ

1 ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।
2 ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍‍ଶେବା ବା ଶେବଃ ଓ ମୋଲାଦା
ଯିହୋଶୂୟ 19 in ଓଡିଆ ବାଇବେଲ