Text copied!
Bibles in Odia

ଯିହୋଶୂୟ 1:10-12 in Odia

Help us?

ଯିହୋଶୂୟ 1:10-12 in ଓଡିଆ ବାଇବେଲ

10 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,
11 ଛାଉଣି ମଧ୍ୟ ଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।
12 ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,
ଯିହୋଶୂୟ 1 in ଓଡିଆ ବାଇବେଲ