Text copied!
Bibles in Odia

ଯିହୋଶୂୟ 21:28-32 in Odia

Help us?

ଯିହୋଶୂୟ 21:28-32 in ଓଡିଆ ବାଇବେଲ

28 ପୁଣି ଇଷାଖର ବଂଶରୁ କିଶୀୟୋନ୍‍ ଓ ତହିଁ ତଳିଭୂମି, ଦାବରତ୍‍ ଓ ତହିଁ ତଳିଭୂମି,
29 ଯର୍ମୂତ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
30 ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍‍ ଓ ତହିଁ ତଳିଭୂମି,
31 ହିଲକତ୍‍ ଓ ତହିଁ ତଳିଭୂମି, ରହୋବ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
32 ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।
ଯିହୋଶୂୟ 21 in ଓଡିଆ ବାଇବେଲ