Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 24

ଯିହୋଶୂୟ 24:6

Help us?
Click on verse(s) to share them!
6ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।

Read ଯିହୋଶୂୟ 24ଯିହୋଶୂୟ 24
Compare ଯିହୋଶୂୟ 24:6ଯିହୋଶୂୟ 24:6