Text copied!
Bibles in Odia

ଯିହୋଶୂୟ 24:9-10 in Odia

Help us?

ଯିହୋଶୂୟ 24:9-10 in ଓଡିଆ ବାଇବେଲ

9 ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ୍‍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।
10 ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
ଯିହୋଶୂୟ 24 in ଓଡିଆ ବାଇବେଲ