Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 4

ଯିହୋଶୂୟ 4:13-17

Help us?
Click on verse(s) to share them!
13ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ।
14ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ।
15ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
16ସାକ୍ଷ୍ୟ-ସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।
17ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।

Read ଯିହୋଶୂୟ 4ଯିହୋଶୂୟ 4
Compare ଯିହୋଶୂୟ 4:13-17ଯିହୋଶୂୟ 4:13-17