Text copied!
Bibles in Odia

ଯୋହନ 11:20-22 in Odia

Help us?

ଯୋହନ 11:20-22 in ଓଡିଆ ବାଇବେଲ

20 ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରିୟମ ଗୃହରେ ବସି ରହିଲେ ।
21 ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥା'ନ୍ତା ।
22 କିନ୍ତୁ ଆପଣ ଈଶ୍ୱରଙ୍କୁ ଯାହା କିଛି ମାଗିବେ, ଈଶ୍ୱର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ ।
ଯୋହନ 11 in ଓଡିଆ ବାଇବେଲ