Text copied!
Bibles in Odia

ଯୋହନ 11:22-25 in Odia

Help us?

ଯୋହନ 11:22-25 in ଓଡିଆ ବାଇବେଲ

22 କିନ୍ତୁ ଆପଣ ଈଶ୍ୱରଙ୍କୁ ଯାହା କିଛି ମାଗିବେ, ଈଶ୍ୱର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ ।
23 ଯୀଶୁ ତାଙ୍କୁ କହିଲେ, ତୁମ୍ଭ ଭାଇ ପୁଣି, ଉଠିବ ।
24 ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ ।
25 ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
ଯୋହନ 11 in ଓଡିଆ ବାଇବେଲ