Text copied!
Bibles in Odia

ଯୋହନ 12:23-24 in Odia

Help us?

ଯୋହନ 12:23-24 in ଓଡିଆ ବାଇବେଲ

23 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ ।
24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ ।
ଯୋହନ 12 in ଓଡିଆ ବାଇବେଲ