Text copied!
Bibles in Odia

ଯୋହନ 16:26-29 in Odia

Help us?

ଯୋହନ 16:26-29 in ଓଡିଆ ବାଇବେଲ

26 ସେ ଦିନ ତୁମ୍ଭେମାନେ ମୋ' ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ;
27 କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ ।
28 ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି ।
29 ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟରୂପେ କହୁଅଛନ୍ତି ଓ ଉପମା କଥା ଆଉ କହୁ ନାହାଁନ୍ତି ।
ଯୋହନ 16 in ଓଡିଆ ବାଇବେଲ