Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 19

ଯୋହନ 19:35-36

Help us?
Click on verse(s) to share them!
35ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି ।
36କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ ।

Read ଯୋହନ 19ଯୋହନ 19
Compare ଯୋହନ 19:35-36ଯୋହନ 19:35-36