Text copied!
Bibles in Odia

ଯୋହନ 1:3-5 in Odia

Help us?

ଯୋହନ 1:3-5 in ଓଡିଆ ବାଇବେଲ

3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ ।
4 ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ ।
5 ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ ।
ଯୋହନ 1 in ଓଡିଆ ବାଇବେଲ