Text copied!
Bibles in Odia

ଯୋହନ 2:1-3 in Odia

Help us?

ଯୋହନ 2:1-3 in ଓଡିଆ ବାଇବେଲ

1 ତୃତୀୟ ଦିବସରେ ଗାଲିଲୀର କାନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ;
2 ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ ।
3 ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ ।
ଯୋହନ 2 in ଓଡିଆ ବାଇବେଲ