Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 4

ଯୋହନ 4:1-5

Help us?
Click on verse(s) to share them!
1ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି
2(ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
3ସେତେବେଳେ ସେ ଯିହୂଦା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ ।
4କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା ।
5ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;

Read ଯୋହନ 4ଯୋହନ 4
Compare ଯୋହନ 4:1-5ଯୋହନ 4:1-5